ଏହି ସପ୍ତାହରେ ରାଜନୀତିରେ ସଫଳତା ପାଇ ପାରନ୍ତି । ଏହି ସପ୍ତାହରେ ଚାକିରୀ ପାଇଁ ନୂଆ ଖବର ଆସିପାରେ । ଏହି ସପ୍ତାହରେ ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ।
ବାପାଙ୍କ ସାହାର୍ଯ୍ୟ ରେ ଆପଣଙ୍କର ସବୁକାର୍ଯ୍ୟ ସପୂର୍ଣ୍ଣ ହେବ । ନୂତନ ଯାନବାହନ କ୍ରୟ କରିବାରେ ଆଗ୍ରହି ହେବେ । ଛାତ୍ରଙ୍କୁ କୈଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ । ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ
ପ୍ରତିକାର- “ଓଁ ଐଂ ହ୍ରୀଂ ଶ୍ରୀଂ ଶନୈଶ୍ଚରାୟ ନମଃ”ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮