• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 24th July to 30th July 2023: ଏହି ସପ୍ତାହରେ ଚାକିରି କ୍ଷେତ୍ରରେ ସଫଳତା ପାଇବେ

ଏହି ସପ୍ତାହରେ ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ । ବିଦେଶ ଯାତ୍ରାର ସୁଯୋଗ ଆସିବ ଏବଂ ଲାଭବାନ୍ ହେବେ । ଏହି ସପ୍ତାହରେ ମାଲିମକନ୍ଦମାରେ ସାଧାରଣ ସଫଳତା ମିଳିବ । ଭୂମି କ୍ରୟର ସୁଯୋଗ ଆସିପାରେ ।

Aries

ମେଷ

Monday 24 Jul 2023

ଯେଉଁ କାମ ଆରମ୍ଭ କରିବେ ସଫଳତା ଫାଇବେ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ। ରାଜନୀତିରେ ଲୋକ ସମର୍ଥନ ଅବ୍ୟାହତ ରହିବା ଯୋଗୁ ଆଗେଇଯିବେ। ପିଲାଙ୍କ ଉଚ୍ଚ ଶିକ୍ଷା ସକାଶେ ଦ୍ୱନ୍ଦ୍ୱାମତ୍କ ସ୍ଥିତି ସୃଷ୍ଟି ହୋଇପାରେ। ବ୍ୟବସାୟରେ  ଅଂଶୀଦାର ସହିତ ଜରୁରୀ ଆଲୋଚନା କରିବେ।

ପ୍ରତିକାର – ଓଁ କ୍ରାଂ କ୍ରୀଂ କୈା ସଃ ଭୈାମାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :