• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 25th Sep To 1st Oct 2023: ଜାଣନ୍ତୁ, କେମିତି କଟିବ ଆପଣଙ୍କ ଏହି ସପ୍ତାହ

ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଟି ଆଜି ଅଳ୍ପ ପ୍ରୟାସରେ ହୋଇଯିବ ।

Taurus

ବୃଷ

Monday 25 Sep 2023

ବନ୍ଧୁ ପରିବାର ଠାରୁ ସୁଖ ମିଳିବ । ଶତୃମାନେ ଦୂରେଇ ଯିବେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ବାଦବିବାଦ, କ୍ରିଡା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତ କାର୍ଯ୍ୟ ହେବେ । ଗୃହର ମାଙ୍ଗଳିକ କାର୍ଯ୍ୟ ପାଇଁ ଆୟୋଜନ କରି ପାରନ୍ତି । ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ । ସାମାଜିକ ଉତ୍ସବରେ ଯୋଗ ଦେବେ । ଧନ ଲାଭ ହେବାରୁ ମନ ଖୁସି ରହିବ । ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିପାରେ । 

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର- କୈାଣସି ଶୁକ୍ଲବର୍ଣ୍ଣ ଗାଇକୁ ଖାଇବାକୁ ଦିଅନ୍ତୁ