• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 25th Sep To 1st Oct 2023: ଜାଣନ୍ତୁ, କେମିତି କଟିବ ଆପଣଙ୍କ ଏହି ସପ୍ତାହ

ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଟି ଆଜି ଅଳ୍ପ ପ୍ରୟାସରେ ହୋଇଯିବ ।

Pisces

ମୀନ

Monday 25 Sep 2023

ହିସାବ, ନିକାଶ ପାଇଁ ସୁନ୍ଦର ଅବସର ପାଇ ପାରନ୍ତି ।  ସହକର୍ମୀଙ୍କ ଠାରୁ ପର୍ଯ୍ୟାପ୍ତ ସହଯୋଗ ପାଇବେ । ଚିନ୍ତାଶୀଳ ବ୍ୟକ୍ତିଙ୍କ ମାଧ୍ୟମରେ କାର୍ଯ୍ୟ ସିଦ୍ଧ ହେବ । ଚାକିରି ବୃତ୍ତିରେ ସୃଙ୍ଖଳା ଦେଖାଦେଇ ପାରେ । ପରିବାର ମଧ୍ୟରେ ଆନନ୍ଦ ଉଲ୍ଲାସ ଦେଖାଦେଇ ପାରେ । ଆପଣଙ୍କର ଆତ୍ମବିଶ୍ୱାସ , ଓ କାର୍ଯ୍ୟ ଦକ୍ଷତା ବୃଦ୍ଧି ପାଇବ । ନୂତନ ଯୋଜନା ଆରମ୍ଭ କରିବା ସକାଶେ ମନ ବଳାଇବେ । ବ୍ୟକ୍ତିଙ୍କ ସହଯୋଗରୁ, ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର- ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ