• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 25th Sep To 1st Oct 2023: ଜାଣନ୍ତୁ, କେମିତି କଟିବ ଆପଣଙ୍କ ଏହି ସପ୍ତାହ

ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଟି ଆଜି ଅଳ୍ପ ପ୍ରୟାସରେ ହୋଇଯିବ ।

Gemini

ମିଥୁନ

Monday 25 Sep 2023

ମିତ୍ରମାନଙ୍କ ଦ୍ୱାରା ଲାଭ ମିଳିବ । ପ୍ରିୟଜନ ମାନେ ଆଗକୁ ବଢିବାରେ ସାହାର୍ଯ୍ୟ କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଙ୍ଗୀତାଦି କ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ । ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ବନ୍ଧୁଙ୍କ ସହ ମନାନ୍ତରଜନିତ ମାନସିକ ଅଶାନ୍ତିର ଆଶଙ୍କା ରହିଛି । ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହୋଇପାରନ୍ତି । ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି । 

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫

ପ୍ରତିକାର- ଘରୁ ବାହାରିବା ସମୟରେ ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ