• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 25th Sep To 1st Oct 2023: ଜାଣନ୍ତୁ, କେମିତି କଟିବ ଆପଣଙ୍କ ଏହି ସପ୍ତାହ

ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଟି ଆଜି ଅଳ୍ପ ପ୍ରୟାସରେ ହୋଇଯିବ ।

Cancer

କର୍କଟ

Monday 25 Sep 2023

କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବାରେ ପ୍ରତିବନ୍ଧକ ରହିବ ନାହିଁ । ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିପାରେ । ବିଦ୍ୟାକ୍ଷେତ୍ରରେ ସଫଳତା ମିଳିବ । ରୋଜଗାରରେ ଉନ୍ନତି ହେବ । ନୂତନ ଯାନବାହନ, ଜମିଜମା, କ୍ରୟ, ବିକ୍ରୟ ନେଇ ଆଲୋଚନାରେ ଅଗ୍ରଗତି ଘଟିବ । ସାମାଜିକ ସ୍ତରରେ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାର୍ଯ୍ୟ କରିବେ । ନିଜର ଦକ୍ଷତା ଓ ଦୃଢତା ବଳରେ ଅସାଧ୍ୟ ସାଧନ କରିବେ । 

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨

ପ୍ରତିକାର- ଶିବଙ୍କ ଉପରେ ବେଲପତ୍ର ଚଢାନ୍ତୁ