• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 25th Sep To 1st Oct 2023: ଜାଣନ୍ତୁ, କେମିତି କଟିବ ଆପଣଙ୍କ ଏହି ସପ୍ତାହ

ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଟି ଆଜି ଅଳ୍ପ ପ୍ରୟାସରେ ହୋଇଯିବ ।

Virgo

କନ୍ୟା

Monday 25 Sep 2023

ବ୍ୟବସାୟରେ ମଧ୍ୟମ ଧରଣର ଲାଭ ପାଇବେ । କର୍ମଜୀବୀମାନେ କର୍ମପ୍ରବଣତା ଦେଖାଇବେ । ବନ୍ଧୁ ବର୍ଗରେ କଳହ ଓ ମନାନ୍ତର ସୃଷ୍ଟି ହେବ । ଅନ୍ୟମାନଙ୍କୁ ସାମୂହିକ ସାହାଯ୍ୟ ସହଯୋଗ କରି ପରୋକ୍ଷରେ ପ୍ରଶଂସିତ ହେବେ । ସଭା ସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବେ । ଆକସ୍ମିକ ଅର୍ଥଲାଭ ହେବାର ସମ୍ଭାବନା ଅଛି । ଯେ କୌଣସି କାମ କରନ୍ତୁ ନା କାହିଁକି, ବିଶେଷ ଭାବେ ଖର୍ଚ୍ଚ କରିବାକୁ ପଡ଼ିପାରେ । ଶିଳ୍ପ, ବାଣିଜ୍ୟ, ପ୍ରଶାସନ ଓ ପରିବହନ କ୍ଷେତ୍ରରୁ ସମସ୍ୟା ଦୂର ହେବ । 

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫

ପ୍ରତିକାର- ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ