• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 25th Sep To 1st Oct 2023: ଜାଣନ୍ତୁ, କେମିତି କଟିବ ଆପଣଙ୍କ ଏହି ସପ୍ତାହ

ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଟି ଆଜି ଅଳ୍ପ ପ୍ରୟାସରେ ହୋଇଯିବ ।

Scorpio

ବିଛା

Monday 25 Sep 2023

ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ । ସାମୂହିକ କାମରେ ଲୋକ ସମ୍ପର୍କ ବୃଦ୍ଧି ପାଇବ । ଆଲୋଚନା କ୍ଷେତ୍ରରେ ସମ୍ମାନୀୟ ବ୍ୟକ୍ତି ବିଶେଷ ସହାୟକ କରିବେ । କଠିନ ପରିଶ୍ରମ ଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । କର୍ମକ୍ଷେତ୍ରରେ ଛୋଟଛୋଟ କାମ ହାତକୁ ନେଲେ ଦ୍ୱନ୍ଦରେ ପଡିପାରନ୍ତି । ଅଫିସ୍‌ରେ କୌଣସି ସମସ୍ୟାଜନିତ କିଛିଟା ଅସୁବିଧାର ସମ୍ମୁଖୀନ ହେବାର ସମ୍ଭାବନା ରହିଛି । 

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯

ପ୍ରତିକାର - ଦକ୍ଷିଣ ମୁଖା ହୋଇ ଖଇର ଗଛର ପୂଜାର୍ଚ୍ଚନା କରନ୍ତୁ