• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 25th Sep To 1st Oct 2023: ଜାଣନ୍ତୁ, କେମିତି କଟିବ ଆପଣଙ୍କ ଏହି ସପ୍ତାହ

ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଟି ଆଜି ଅଳ୍ପ ପ୍ରୟାସରେ ହୋଇଯିବ ।

Sagittarius

ଧନୁ

Monday 25 Sep 2023

ଘରୋଇ ସମସ୍ୟା ସମାଧାନ ସକାଶେ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି । ନିଜ ଲୋକ ମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବେ । ବ୍ୟବସାୟ ରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦର ସମାଧାନ ହେବ । ରାଜନୀତି କ୍ଷେତ୍ରରେ  ମାନ ସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଶୁଣା କଥାକୁ ବିଶ୍ୱାସ କଲେ ଅସୁବିଧାରେ  ପଡିବେ । ଶିଳ୍ପ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ ଅଳ୍ପ ସମୟ ମଧ୍ୟରେ ଦୂରେଇଯିବ । ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ । 

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର- ବିଷ୍ଣୁଙ୍କ ପାଖରେ ଖେଚୋଡି ଭୋଗ ଲଗାନ୍ତୁ