• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 25th Sep To 1st Oct 2023: ଜାଣନ୍ତୁ, କେମିତି କଟିବ ଆପଣଙ୍କ ଏହି ସପ୍ତାହ

ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଟି ଆଜି ଅଳ୍ପ ପ୍ରୟାସରେ ହୋଇଯିବ ।

Capricorn

ମକର

Monday 25 Sep 2023

କୌଣସି ଧାତୁ ସମ୍ବନ୍ଧୀୟ ବ୍ୟବସାୟରେ ଉନ୍ନତି ଲାଭ କରିବେ । ଦୂର ସମ୍ପର୍କୀୟଙ୍କ ଠାରୁ ଅର୍ଥ ସମ୍ବନ୍ଧୀୟ ସୁ ସମ୍ବାଦ ମିଳିପାରେ । ବିଶେଷତଃ ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ବହୁଦିନର ମନସ୍କାମନା ପୂରଣ ହେବ । ବ୍ୟସ୍ତତା ଭିତରେ ସମୟ କଟାଇବେ । କୌଣସି କାର୍ଯ୍ୟ ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନିଅନ୍ତୁ । ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟାକୁ ସମାଧାନ କରିବେ । କରିଥିବା କର୍ମ ପାଇଁ ପୁରସ୍କୃତ ହେବେ ।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର- ଇଷ୍ଟ ଦେବୀ ମା ଦକ୍ଷିଣ କାଳୀଙ୍କର ଦର୍ଶନ କରନ୍ତୁ