• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 26 Feb To 03 March 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଚଳଚ୍ଚିତ୍ର ଇତ୍ୟାଦିରେ କାର୍ଯ୍ୟରତ ଥିଲେ କିମ୍ବା ଏହି ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ ।

Taurus

ବୃଷ

Monday 26 Feb 2024

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଚଳଚ୍ଚିତ୍ର ଇତ୍ୟାଦିରେ କାର୍ଯ୍ୟରତ ଥିଲେ କିମ୍ବା ଏହି ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ । ରାଜନୈତିକ କ୍ଷେତ୍ରରେ ନିଜର ଏକ ବାହ୍ୟରୂପ ଧାରଣ କରିବା ସହିତ ବିଜ୍ଞତାର ସହିତ ପରିସ୍ଥିତିର ସମ୍ମୁଖୀନ ହେବା ଶ୍ରେୟସ୍କର ହେବ । ଶିକ୍ଷାକ୍ଷେତ୍ରରେ ରୁଚି ବୃଦ୍ଧି ପାଇବା ସହ ପରୀକ୍ଷା ପରିଣାମ ଅନୁକୂଳ ହେବ । ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ ।

ପ୍ରତିକାର- କୌଣସି ଦୃଷ୍ଟିବାଦିତ ଲୋକଙ୍କୁ ସାହାଯ୍ୟ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :