• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 26 Feb To 03 March 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଚଳଚ୍ଚିତ୍ର ଇତ୍ୟାଦିରେ କାର୍ଯ୍ୟରତ ଥିଲେ କିମ୍ବା ଏହି ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ ।

Aquarius

କୁମ୍ଭ

Monday 26 Feb 2024

ଭାଗ୍ୟର ଉନ୍ନତି ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ । ଦୀର୍ଘଦିନ ଧରି ଅଧା ହୋଇ ପଡିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ । କୋର୍ଟ-କଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ଯିବ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ଭୋଗ ବିଳାସ ଓ ଆନନ୍ଦମୟ ସମୟ ସାଙ୍ଗକୁ ସୁସ୍ଥ ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ ।

ପ୍ରତିକାର- ଶନିଦେବଙ୍କର ବୀଜମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :