• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 26 Feb To 03 March 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଚଳଚ୍ଚିତ୍ର ଇତ୍ୟାଦିରେ କାର୍ଯ୍ୟରତ ଥିଲେ କିମ୍ବା ଏହି ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ ।

Pisces

ମୀନ

Monday 26 Feb 2024

ପାରିବାରିକ ଅଶାନ୍ତି ଦୂରେଇ ଯାଇ ସୁଖଶାନ୍ତି ବୃଦ୍ଧି ହେବ । ଯାତ୍ରାରେ ସମୟ କଟିବ ଓ ସଶ୍ରମ ଦ୍ୱାରା ଲାଭ ପାଇବେ । କମିଶନ କାର୍ଯ୍ୟରେ ଲାଭ ହେବାର ବହୁତ ସମ୍ଭାବନା ଅଛି । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ୍ ହେବେ । ନାନା ବାଟରେ ଧନାଗମ ଘଟିବ । ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ସ୍ୱାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ ।

ପ୍ରତିକାର- ସକାଳୁ ସବୁଦିନ ଗୁରୁଜନମାନଙ୍କୁ ପ୍ରଣାମ କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :