• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 26 Feb To 03 March 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଚଳଚ୍ଚିତ୍ର ଇତ୍ୟାଦିରେ କାର୍ଯ୍ୟରତ ଥିଲେ କିମ୍ବା ଏହି ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ ।

Cancer

କର୍କଟ

Monday 26 Feb 2024

ଇ୍ୟବସାୟରେ ଶତ୍ରୁମାନେ ପରାଜିତ ହୋଇ ବାକିଥିବା ଅର୍ଥପ୍ରାପ୍ତି ହେବା ଫଳରେ ଆର୍ôଥକ କ୍ଷେତ୍ରରେ ଉନ୍ନତି ହେବ । ନ୍ୟାୟଧୀଶ, ପ୍ରଶାସନିକ ସେବା ଅଧିକାରୀ, ଓକିଲ, ଜେଲର, ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଇତ୍ୟାଦି ହୋଇଥିଲେ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । କଳା ସାହିତ୍ୟ କିମ୍ବା ଆନୁଷ୍ଠାନିକ କାମଗୁଡିକରେ ସମସ୍ୟା ସମାଧାନ ହୋଇଯିବ । ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇବା ସହ ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ବିଜୟୀ ହୋଇ ସମ୍ମାନିତ ହେବେ ।

ପ୍ରତିକାର- ପ୍ରତିଦିନ ନିଜ ମାତାଙ୍କର ପାଦ ଛୁଇଁ ପ୍ରଣାମ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :