• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 26 Feb To 03 March 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଚଳଚ୍ଚିତ୍ର ଇତ୍ୟାଦିରେ କାର୍ଯ୍ୟରତ ଥିଲେ କିମ୍ବା ଏହି ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ ।

Leo

ସିଂହ

Monday 26 Feb 2024

ପ୍ରେମିକ ପ୍ରେମିକା ମାନଙ୍କର ମାନସିକ ଦୁଶ୍ଚିନ୍ତା ଦୂର ହୋଇ ପ୍ରେମ କ୍ଷେତ୍ରରେ ଶାନ୍ତି ମିଳିବ । ଶିଳ୍ପ ବାଣିଜ୍ୟ କ୍ଷେତ୍ରରେ ଆଶାନୁରୂପ ଲାଭ ପାଇବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ଅଧିକାରୀ କାମରେ ପ୍ରସନ୍ନ ରହି କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ଦୂରଯାତ୍ରାରେ ଆଶା ମୁତାବକ ଫଳ ପାଇବେ । ଆକସ୍ମିକ ଧନପ୍ରାପ୍ତି ହେବ । ବିବାଦୀୟ ଓ ସ୍ୱାସ୍ଥ୍ୟଗତ ସମସ୍ୟା ଦୂର ହେବ । ଲଟେରୀ, ଜୁଆ, ସଟ୍ଟା ଓ ସେୟାର୍ ମାର୍କେଟରେ ଅର୍ଥ ପ୍ରାପ୍ତି ହେବ । ସବୁଦିଗରୁ ଶୁଭ ସମାଚାର ପାଇ ଖୁସି ହେବେ ।

ପ୍ରତିକାର- ପ୍ରତିଦିନ ସୂର୍ଯ୍ୟଙ୍କୁ ଜଳ ଅର୍ପଣ କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :