• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 26 Feb To 03 March 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଚଳଚ୍ଚିତ୍ର ଇତ୍ୟାଦିରେ କାର୍ଯ୍ୟରତ ଥିଲେ କିମ୍ବା ଏହି ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ ।

Virgo

କନ୍ୟା

Monday 26 Feb 2024

ସ୍ୱାସ୍ଥ୍ୟରେ ଉନ୍ନତି ହୋଇ ଗୃହସ୍ଥ ଜୀବନ ସୁଖମୟ ହେବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ସରକାରୀ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ଭଲ କାର୍ଯ୍ୟ କରି ପଦୋନ୍ନତି ପାଇବେ । ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବ । ନୂତନ ଗୃହସୁଖ ଓ ଯାନବାହାନ ସୁଖ ମିଳିବ । ସମସ୍ତ କାର୍ଯ୍ୟ ମନଇଚ୍ଛା ଅନୁସାରେ ସମ୍ପନ୍ନ ଓ ସାକ୍ଷାତରେ ଉନ୍ନତି ହେବ । ବକେୟା ଅର୍ଥ କିଛି ମିଳିବ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ

ପ୍ରତିକାର- ବିଷ୍ଣୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :