• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 26 Feb To 03 March 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଚଳଚ୍ଚିତ୍ର ଇତ୍ୟାଦିରେ କାର୍ଯ୍ୟରତ ଥିଲେ କିମ୍ବା ଏହି ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ ।

Libra

ତୁଳା

Monday 26 Feb 2024

ପାରିବାରିକ କ୍ଷେତ୍ରରେ ସ୍ନେହ-ସଦ୍ଭାବ ବଜାୟ ରହିବ । ନୂତନକର୍ମ ନିଯୁକ୍ତି ପାଇବେ । ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଉଚ୍ଚ ପଦାଧିକାରୀ ମାନଙ୍କୁ ବିରୋଧୀ ନ କରିବାକୁ ବିଶେଷ ସତର୍କ ରହିବା ନିତ୍ୟାନ୍ତ ଆବଶ୍ୟକ ।

ପ୍ରତିକାର- ଶୁକ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :