• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 26 Feb To 03 March 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଚଳଚ୍ଚିତ୍ର ଇତ୍ୟାଦିରେ କାର୍ଯ୍ୟରତ ଥିଲେ କିମ୍ବା ଏହି ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ ।

Scorpio

ବିଛା

Monday 26 Feb 2024

ଗୃହାରମ୍ଭ, ଦୂରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂର ହୋଇ ସୁଖର ସ୍ୱପ୍ନ ଦେଖିପାରିବେ । ନୂଆ ନୂଆ ଉପାୟ ଚିନ୍ତା କରିବେ । ଅଚାନକ ଆୟ ବୃଦ୍ଧି ହେତୁ ଆଚମ୍ବିତ ହୋଇଯିବେ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ଗୃହରେ ସୁଖଶାନ୍ତି ବିରାଜମାନ କରିବ । ସେୟାର ବଜାରରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । ସ୍ୱାସ୍ଥ୍ୟ ଭଲ ରହିବ । ଧନଲାଭ ହେବାରୁ ଖୁସି ହେବେ । ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ ।

ପ୍ରତିକାର- ହନୁମାନଙ୍କ ମନ୍ଦିରରେ ପେଡା ଭୋଗ ଲଗାନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :