• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 26 Feb To 03 March 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଚଳଚ୍ଚିତ୍ର ଇତ୍ୟାଦିରେ କାର୍ଯ୍ୟରତ ଥିଲେ କିମ୍ବା ଏହି ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ ।

Sagittarius

ଧନୁ

Monday 26 Feb 2024

ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ବ୍ୟବସାୟ ବଢାଇବାରେ ସମର୍ଥ ହେବେ । କର୍ମଚାରୀ ଓ ଶ୍ରମିକମାନେ ବେଶୀ ଉପକୃତ ହେବେ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଜନ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଭଲ ଆୟର ପଥ ପରିଷ୍କାର କରିବେ । ଆର୍ôଥକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ । ଅଟକିଥିବା କାର୍ଯ୍ୟ ପୂରଣ ହେବ ।

ପ୍ରତିକାର- ଗୁରୁବାର ଦିନ ଖେଚୁଡୀ ଭୋଗ ଲଗାନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :