• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 26 Feb To 03 March 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଚଳଚ୍ଚିତ୍ର ଇତ୍ୟାଦିରେ କାର୍ଯ୍ୟରତ ଥିଲେ କିମ୍ବା ଏହି ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ ।

Capricorn

ମକର

Monday 26 Feb 2024

ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବା ଫଳରେ ଘରୋଇ ସଂସ୍ଥାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ସନ୍ତାନ ମାନେ ବିଦ୍ୟାରେ ଉନ୍ନତି କରିବେ । ଯୌଥ ପରିବାର ସମ୍ପର୍କୀୟ ଜମିବାଡି ନେଇ କେତେକ ସମସ୍ୟା ସହଜରେ ସମାଧାନ ହେବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ ଓ ବଡନେତାଙ୍କୁ ସନ୍ତୁଷ୍ଟ କରି ସୁଖ ଶାନ୍ତିରେ ଦିନ କଟାଇବେ ।

ପ୍ରତିକାର- ଦକ୍ଷିଣକାଳିଙ୍କର ମନ୍ଦିର ଦର୍ଶନ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :