• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 29 Jan To 04 Feb 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ଶତ୍ରୁମାନେ ଦୂରେଇ ଯିବା ଫଳରେ ଶୁଭ ସମାଚାର ମିଳିବ । ଆକସ୍ମିକ ଧନ ପ୍ରାପ୍ତି ହେବ । ବ୍ୟବସାୟିକ ସ୍ଥିତି ସୁଧୁରିଯିବ ।

Aries

ମେଷ

Monday 29 Jan 2024

ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ଯୋଗ ଦେବେ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆର୍ଶୀବାଦ ପାଇବେ । ପିଲାମାନଙ୍କ କାର୍ଯ୍ୟ ପ୍ରତି ସତର୍କ ରହିବା ସହ ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ । ପ୍ରିୟଜନ ମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ସରକାରୀ ଚାପ ପଡିଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି ଓ ପ୍ରଶଂସା ମିଳିପାରେ । 
ପ୍ରତିକାର- ହନୁମାନଙ୍କ ପୂଜା ସହିତ ଚାଳିଶା ପାଠ କରନ୍ତୁ । 

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :