• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 29 Jan To 04 Feb 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ଶତ୍ରୁମାନେ ଦୂରେଇ ଯିବା ଫଳରେ ଶୁଭ ସମାଚାର ମିଳିବ । ଆକସ୍ମିକ ଧନ ପ୍ରାପ୍ତି ହେବ । ବ୍ୟବସାୟିକ ସ୍ଥିତି ସୁଧୁରିଯିବ ।

Pisces

ମୀନ

Monday 29 Jan 2024

ପାରିବାରିକ ଅଶାନ୍ତି ଦୂରେଇ ଯାଇ ସୁଖଶାନ୍ତି ବୃଦ୍ଧି ହେବ । ଯାତ୍ରାରେ ସମୟ କଟିବ ଓ ସଶ୍ରମ ଦ୍ୱାରା ଲାଭ ପାଇବେ । କମିଶନ କାର୍ଯ୍ୟରେ ଲାଭ ହେବାର ବହୁତ ସମ୍ଭାବନା ଅଛି । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟ କ୍ଷେତ୍ରରେ ତୈଳବିଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବେ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । 
ପ୍ରତିକାର- ଶ୍ରୀ କୃଷ୍ଣଙ୍କର ପୂଜା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :