• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 29 Jan To 04 Feb 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ଶତ୍ରୁମାନେ ଦୂରେଇ ଯିବା ଫଳରେ ଶୁଭ ସମାଚାର ମିଳିବ । ଆକସ୍ମିକ ଧନ ପ୍ରାପ୍ତି ହେବ । ବ୍ୟବସାୟିକ ସ୍ଥିତି ସୁଧୁରିଯିବ ।

Leo

ସିଂହ

Monday 29 Jan 2024

ପ୍ରେମିକ ପ୍ରେମିକା ମାନଙ୍କର ମାନସିକ ଦୁଶ୍ଚିନ୍ତା ଦୂର ହୋଇ ପ୍ରେମ କ୍ଷେତ୍ରରେ ଶାନ୍ତି ମିଳିବ । ଶିଳ୍ପ ବାଣିଜ୍ୟ କ୍ଷେତ୍ରରେ ଆଶାନୁରୂପ ଲାଭପାଇପାରିବେ । ଅଧିକାରୀ କାମରେ ପ୍ରସନ୍ନ ରହି କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ ।  ଦୂର ଯାତ୍ରାରେ ଆଶା ମୁତାବକ ଫଳ ପାଇବେ । ଆକସ୍ମିକ ଧନପ୍ରାପ୍ତି ହେବ । ବିବାଦୀୟ ଓ ସ୍ୱାସ୍ଥ୍ୟଗତ ସମସ୍ୟା ଦୂର ହେବ । ସବୁଦିଗରୁ ଶୁଭ ସମାଚାର ପାଇ ଖୁସି ହେବେ ।
ପ୍ରତିକାର- ମାତଙ୍ଗୀଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :