ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ବ୍ୟବସାୟୀ ମାନେ ଆଶାତୀତ ଲାଭପାଇବେ । ଏହି ସପ୍ତାହରେ ପାରିବାରିକ ସମସ୍ୟା ସମାଧାନ ହୋଇ ଦାମ୍ପତ୍ୟ ଜୀବନ ସୁଖମୟ ହେବ ।
ପାରିବାରିକ ଅଶାନ୍ତି ଦୂରେଇ ଯିବ ଓ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ପତିପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ । ଆପଣ ନିଜ କାର୍ୟ୍ୟରେ କିଛି ପରିବର୍ତ୍ତନ କରିବାକୁ ଚାହୁଁଛନ୍ତି ତେବେ ଏହି ସମୟ ଲାଭଦାୟକ ହେବ । ବ୍ୟବସାୟୀ ମାନେ ଆଶାତୀତ ଲାଭପାଇବେ । ବନ୍ଧୁ ମିଳନରେ ମନ ପ୍ରଫୁଲ୍ଲ ରହିବ । ଯୁକ୍ତିଯୁକ୍ତ କଥାକହି ଅନ୍ୟମାନଙ୍କୁ ଆପଣେଇ ପାରିବେ । ଆପଣଙ୍କର ଜ୍ଞାନ ଏବଂ ଉପସ୍ଥିତ ବୁଦ୍ଧି ଆପଣଙ୍କୁ ସମସ୍ତ ସମସ୍ୟା ଦୂର କରିବାରେ ସାହାଯ୍ୟ କରିବ । ସାମାଜିକ କାର୍ଯ୍ୟର ଦାୟିତ୍ୱ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ୱୀକାର କରି ପାରନ୍ତି । ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ ।
ପ୍ରତିକାର – ନାଲି ରଙ୍ଗର ଗାଇକୁ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬