• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ଏପ୍ରିଲ ୨୯ରୁ ମେ ୦୫ ୨୦୨୪; ଜାଣନ୍ତୁ କେମିତି କଟିବ ଏହି ସପ୍ତାହ...

ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ବ୍ୟବସାୟୀ ମାନେ ଆଶାତୀତ ଲାଭପାଇବେ । ଏହି ସପ୍ତାହରେ ପାରିବାରିକ ସମସ୍ୟା ସମାଧାନ ହୋଇ ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

Pisces

ମୀନ

Monday 29 Apr 2024

ସହଭାଗୀ ବ୍ୟବସାୟରେ ଆପଣ ଭଲ ଲାଭ ପାଇପାରିବେ । ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ଦାମ୍ପତ୍ୟ ସମ୍ପର୍କରେ ପାରସ୍ପରିକ ସମ୍ମାନ ବୃଦ୍ଧି ପାଇବା ସହ ପାରିବାରିକ ଜୀବନ ବହୁତ ଆନନ୍ଦ ଦାୟକ ହେବ । ଅନ୍ୟମାନଙ୍କ କାର୍ଯ୍ୟରେ ହସ୍ତକ୍ଷେପ ନ କରି ନିଜର କାର୍ଯ୍ୟ ନିଜେ କରିବା ଉଚିତ୍ । କ୍ୟାରିୟର ରେ ସଫଲତା ହାସଲ ପାଇଁ ଅନେକ ବାଧା ବିଘ୍ନର ସମ୍ମୁଖୀନ ହେବାକୁ ପଡିବ ।ପିଲାମାନଙ୍କ ସ୍ୱାସ୍ଥ୍ୟ ପାଇଁ ଅଧିକ ଅର୍ଥ ଖର୍ଚ୍ଚ କରିବା ପରିସ୍ଥିତିରେ ପଡିପାରନ୍ତି ।

ପ୍ରତିକାର – ବିଷ୍ଣୁଙ୍କ ପୂଜା, ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :