• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ଏପ୍ରିଲ ୨୯ରୁ ମେ ୦୫ ୨୦୨୪; ଜାଣନ୍ତୁ କେମିତି କଟିବ ଏହି ସପ୍ତାହ...

ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ବ୍ୟବସାୟୀ ମାନେ ଆଶାତୀତ ଲାଭପାଇବେ । ଏହି ସପ୍ତାହରେ ପାରିବାରିକ ସମସ୍ୟା ସମାଧାନ ହୋଇ ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

Gemini

ମିଥୁନ

Monday 29 Apr 2024

ନିଜ ସ୍ୱାସ୍ଥ୍ୟକୁ ନେଇକି ଅଧିକ ଚିନ୍ତା କରନ୍ତୁ ନାହିଁ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିମାଣ ଅନୁକୂଳ ହେବ । ପରିବାରରେ ମନୋମାଳିନ୍ୟ ତୁଟିଯିବା ଫଳରେ ସୁସ୍ଥ ବାତାବରଣ ଜାରି ରହିବ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ବନ୍ଧୁଙ୍କ ସହଯୋଗରେ ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ବରିଷ୍ଠବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହେବେ । ଆପଣଙ୍କ ହସମୁଖ ସ୍ୱଭାବ ଅନ୍ୟ ମାନଙ୍କୁ ଖୁସି ରଖିବ ।

ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :