• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ଏପ୍ରିଲ ୨୯ରୁ ମେ ୦୫ ୨୦୨୪; ଜାଣନ୍ତୁ କେମିତି କଟିବ ଏହି ସପ୍ତାହ...

ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ବ୍ୟବସାୟୀ ମାନେ ଆଶାତୀତ ଲାଭପାଇବେ । ଏହି ସପ୍ତାହରେ ପାରିବାରିକ ସମସ୍ୟା ସମାଧାନ ହୋଇ ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

Cancer

କର୍କଟ

Monday 29 Apr 2024

ଆପଣ ଦୀର୍ଘ ସମୟ କାମ କରିବାକୁ ସମର୍ଥ ହେବେ । ନୂତନ ବ୍ୟବସାୟରେ ଉତମ ରୋଜଗାର ହେବ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ପାରିବାରିକ ସମସ୍ୟା ସମାଧାନ ହୋଇ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଲେ ପ୍ରଶଂସା ପାଇବେ । ରାଜନୀତି କ୍ଷେତ୍ରରେ ଭଲ କାମ କରି ଉଚ୍ଚପ୍ରଶଂସିତ ହେବେ । ଗୃହ ପାଳିତ ପଶୁ ଓ ଯାନ ବାହନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ସରକାରୀ କର୍ମଚାରୀ ମାନଙ୍କର କର୍ମକ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବା ଫଳରେ ପ୍ରଶଂସିତ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ ।

ପ୍ରତିକାର- ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :