• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ଏପ୍ରିଲ ୨୯ରୁ ମେ ୦୫ ୨୦୨୪; ଜାଣନ୍ତୁ କେମିତି କଟିବ ଏହି ସପ୍ତାହ...

ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ବ୍ୟବସାୟୀ ମାନେ ଆଶାତୀତ ଲାଭପାଇବେ । ଏହି ସପ୍ତାହରେ ପାରିବାରିକ ସମସ୍ୟା ସମାଧାନ ହୋଇ ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

Virgo

କନ୍ୟା

Monday 29 Apr 2024

ଜୀବନ ସାଥୀଙ୍କ ସହିତ ଏକ ଦୃଢ଼ ସମ୍ପର୍କ ଗଢ଼ିବେ । ବ୍ୟବସାୟରେ ସେୟାର ବଜାରରେ ପୁଞି ନିବେଶ କରି ବହୁତ ଧନ ପ୍ରାପ୍ତ କରିବେ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ଯେ କୌଣସି ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ନା କରିବାର ସାହାସ ରହିବ । କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ବିବ୍ରତ ହୋଇ ପଡିବେ । ଘରର ସୀମା ବା ସଂପତିକୁ ନେଇ ଆକସ୍ମିକ କଳହ ଲାଗିପାରେ । କୌଣସି କାରଣରୁ ମାନସିକ ଅସାନ୍‌ି ବୃଦ୍ଧି ପାଇବ । ଅତ୍ୟଧିକ ଆତ୍ମବିଶ୍ୱାସ ହେତୁ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :