• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ଏପ୍ରିଲ ୨୯ରୁ ମେ ୦୫ ୨୦୨୪; ଜାଣନ୍ତୁ କେମିତି କଟିବ ଏହି ସପ୍ତାହ...

ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ବ୍ୟବସାୟୀ ମାନେ ଆଶାତୀତ ଲାଭପାଇବେ । ଏହି ସପ୍ତାହରେ ପାରିବାରିକ ସମସ୍ୟା ସମାଧାନ ହୋଇ ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

Scorpio

ବିଛା

Monday 29 Apr 2024

ସ୍ୱାସ୍ଥ୍ୟ ସମନ୍ଧରେ ସମସ୍ୟା ଦୂର ହେବ । କାର‌୍ୟ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ସନ୍ତାନଙ୍କ ସମ୍ବନ୍ଧିୟ କୌଣସି ମହତ୍ୱପୂର୍ଣ୍ଣ କାମ ଆପଣଙ୍କ ଦ୍ୱାରା ହୋଇପାରେ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରି ପାରିବେ । ପଢାପଢିରେ କୌଣସି ଅସୁବିଧା ହେବ ନାହିଁ । କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବା ସହ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତ ହେବ । ସାଧୁ ସନ୍ଥ ଓ ଗୁରୁଗନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ ।

ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :