• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ଏପ୍ରିଲ ୨୯ରୁ ମେ ୦୫ ୨୦୨୪; ଜାଣନ୍ତୁ କେମିତି କଟିବ ଏହି ସପ୍ତାହ...

ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ବ୍ୟବସାୟୀ ମାନେ ଆଶାତୀତ ଲାଭପାଇବେ । ଏହି ସପ୍ତାହରେ ପାରିବାରିକ ସମସ୍ୟା ସମାଧାନ ହୋଇ ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

Capricorn

ମକର

Monday 29 Apr 2024

ବ୍ୟବସାୟରେ ଅଗ୍ରଗତି ହେବା ଫଳରେ ସନ୍ତୁଷ୍ଟ ରହିବଏ । ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ପୁରୁଣା ସାଙ୍ଗମାନଙ୍କ ସହିତ ଆଲୋଚନା କରିବେ । ବିଦ୍ୟାର୍ଥୀ ମାନେ ସେମାନଙ୍କ କ୍ୟାରିୟର ସମ୍ବନ୍ଧରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି । ନୂତନ କାର୍ଯ୍ୟରେ ଆଗ୍ରହୀ ହେବାସହ ସାମାଜିକ ସ୍ଥିତି ସୁଦୃଢ ହେବ । ଛାତ୍ରଛାତ୍ରୀ ମାନେ ପଢାପଢିରେ ଉନ୍ନତି କରିବେ । ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାର୍ଯ୍ୟ କରିବ । କୋର୍ଟ ମାମଲାରେ ବିଜୟ ଲାଭ କରିବେ ।

ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :