ସାପ୍ତାହିକ ରାଶିଫଳ: ଏପ୍ରିଲ ୨୯ରୁ ମେ ୦୫ ୨୦୨୪; ଜାଣନ୍ତୁ କେମିତି କଟିବ ଏହି ସପ୍ତାହ...

ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ବ୍ୟବସାୟୀ ମାନେ ଆଶାତୀତ ଲାଭପାଇବେ । ଏହି ସପ୍ତାହରେ ପାରିବାରିକ ସମସ୍ୟା ସମାଧାନ ହୋଇ ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

Aries

ମେଷ

Monday 29 Apr 2024

ବ୍ୟବସାୟୀମାନେ ଧର‌୍ୟ୍ୟର ସହିତ ସେମାନଙ୍କର କାର‌୍ୟ୍ୟ କରିବା ଆବଶ୍ୟକ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ । ଚାକିରି କ୍ଷେତ୍ରରେ ପଦୋନ୍ନତି ଆଶା କରିପାରନ୍ତି । ରାଜନୀତି କ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ନିଜର ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ

ପ୍ରତିକାର - ନୃସିଂହଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :