ଏହି ସପ୍ତାହରେ ଆକସ୍ମିକ ଖୁସି ଖବର ଶୁଣି ଆପଣଙ୍କ ଖୁସି ଆହୁରି ବଢିଯିବ । ଜୀବନସାଥୀଙ୍କ ସହ ସପ୍ତାହଟି ଭଲରେ କଟିବ । ଏହି ସପ୍ତାହରେ ଭ୍ରମଣର ଯୋଗ ରହିଛି । ଏହି ସପ୍ତାହରେ ଆପଣଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ ।
ସ୍ୱାସ୍ଥ୍ୟର ଚିକିତ୍ସା କରିବା ନିହାତି ଆବଶ୍ୟକ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇ ପାରେ । ପରିବାର ଲୋକଙ୍କ ଦରକାରକୁ ଗୁରୁତ୍ୱ ଦିଅନ୍ତୁ । କାମ ଅଟକି ଥିବା ସତ୍ୱେ ବାହାରକୁ ଯାଇକି ବୁଲା ବୁଲି କରିବାର ବିଚାର ଆପଣଙ୍କ ମନରେ ଆସିବ । ଆପଣଙ୍କ ଆତ୍ମବିଶ୍ଵାସରେ ବୃଦ୍ଧି ହେବ । ଆପଣଙ୍କୁ ଖୁସି କରିବା ପାଇଁ ଆପଣଙ୍କ ଜୀବନ-ସାଥୀ ବହୁତ ଚେଷ୍ଟା କରିବେ
ପ୍ରତିକାର – ଓଁ ବୁଂ ବୁଧାୟ ନମଃ ଜପ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫