ଏହି ସପ୍ତାହରେ ଆକସ୍ମିକ ଖୁସି ଖବର ଶୁଣି ଆପଣଙ୍କ ଖୁସି ଆହୁରି ବଢିଯିବ । ଜୀବନସାଥୀଙ୍କ ସହ ସପ୍ତାହଟି ଭଲରେ କଟିବ । ଏହି ସପ୍ତାହରେ ଭ୍ରମଣର ଯୋଗ ରହିଛି । ଏହି ସପ୍ତାହରେ ଆପଣଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ ।
ଖେଳ-କୁଦ ପରି ଗତିବିଧିରେ ସମୟ ବ୍ୟତୀତ କରିବା ଉଚିତ । ପରିବାର ଲୋକଙ୍କ ସହିତ ଶାନ୍ତି ଓ ଆରାମରେ ଦିନର ମଜା ଉଠାନ୍ତୁ । ଯଦି ଲୋକ ମାନେ ଅସୁବିଧା ଧରି ଆପଣଙ୍କ ସମୁଖକୁ ଆସନ୍ତି ତାହେଲେ ତାକୁ ଗୁରୁତ୍ୱ ଦିଅନ୍ତୁ ନାହିଁ । ନିଜର ମାନସିକ ଶାନ୍ତି ଭଙ୍ଗ କରନ୍ତୁ ନାହିଁ । ଜୀବନର ଆନନ୍ଦ ନେବାକୁ ହେଲେ ବନ୍ଧୁମାନଙ୍କୁ ସମୟ ଦେବା ଦରକାର । ସମାଜଠୁ ଦୂରରେ ରହିଲେ ଆବଶ୍ୟକତା ସମୟରେ କେହିବି ଆପଣଙ୍କ ପାଖକୁ ଆସିବେନି
ପ୍ରତିକାର – ଓଁ ଅଂ ଅଙ୍ଗରକାୟ ନମଃ ଜପ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯