• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 30 Oct to 5Nov 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ଅଫିସରେ ସହକର୍ମୀଙ୍କ ସହ ସମ୍ବନ୍ଧ ମଜବୁତ ରହିବ । ରାଜନୀତିରେ ସଫଳତା ପାଇ ପାରନ୍ତି ।

Aquarius

କୁମ୍ଭ

Monday 30 Oct 2023

ଅନେକ ପରିମାଣରେ ସୁଫଳ ବୃଦ୍ଧି ପାଇବାର ସମ୍ଭାବନା ମଧ୍ୟ ରହିଛି । ମାଲି ମକଦ୍ଦମାରେ ବିଜୟ ହେବେ । ଶତୃଦମନ , ଯଶ, ସମ୍ମାନ ବୃଦ୍ଧି, ପ୍ରତିଷ୍ଠା ବା ପ୍ରମୋଶନ ପ୍ରାପ୍ତି, ଅର୍ଥଲାଭ, ବାକି ପଡିଥିବା ଅର୍ଥ ଫେରି ପାଇବେ । ଐଶ୍ୱର୍ଯ୍ୟ ପ୍ରାପ୍ତି ତଥା ଅନେକ କ୍ଷେତ୍ରରେ ସଫଳତାର ସୂଚନା ମିଳିବ । କର୍ମକର୍ତ୍ତାଙ୍କ ବ୍ୟବହାର ଆପଣଙ୍କ କର୍ତବ୍ୟ ନିଷ୍ଠା ବୃଦ୍ଧି କରାଇବ ।

ପ୍ରତିକାର – ଓଁ ପ୍ରାଂ ପ୍ରୀଂ ପୌ ସଃ ଶନିଶ୍ୱରାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :