• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 30 Oct to 5Nov 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ଅଫିସରେ ସହକର୍ମୀଙ୍କ ସହ ସମ୍ବନ୍ଧ ମଜବୁତ ରହିବ । ରାଜନୀତିରେ ସଫଳତା ପାଇ ପାରନ୍ତି ।

Virgo

କନ୍ୟା

Monday 30 Oct 2023

ବିଦ୍ୟାର୍ଥି ମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ । ନୂଆ ଘର ବା ଜମି କିଣିବାରେ ଦିନଟି ଶୁଭ ରହିବ । ପୁରୁଣା କରଜ ଆପଣଙ୍କୁ ଫେରସ୍ତ ମିଳିପାରେ । ନୂଆ ସ୍ରୋତରୁ ଧନ ଲାଭ ହୋଇପାରେ । ଜରୁରୀ କାମକୁ ମିତ୍ରଙ୍କ ସହାୟତାରେ ପୂରଣ ହେବ । ବ୍ୟବସାୟରେ ତ୍ୱରନ୍ତ ଫଇସଲା ଫଳପ୍ରଦ ହୋଇପାରେ ।

ପ୍ରତିକାର - ଓଁ ବ୍ରାଂ ବ୍ରୀଂ ବୈା ସଃ ବୁଧାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

 

 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :