• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 30 Oct to 5Nov 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ଅଫିସରେ ସହକର୍ମୀଙ୍କ ସହ ସମ୍ବନ୍ଧ ମଜବୁତ ରହିବ । ରାଜନୀତିରେ ସଫଳତା ପାଇ ପାରନ୍ତି ।

Libra

ତୁଳା

Monday 30 Oct 2023

ଆଗାମୀ ସମୟର ଅନାଗତ ସମସ୍ୟା ବିଷୟ ଚିନ୍ତାକରି ମନରେ ସରସତା ଆଗଭଳି ରହିବ ନାହିଁ। ନିର୍ମାଣ କାର୍ଯ୍ୟ, ମାଲି ମକଦ୍ଦମା, କ୍ରୟବାଣିଜ୍ୟ, ବ୍ୟବସାୟରେ ସ୍ଥିତି ଅନୁକୂଳ ହୋଇପାରେ। ସହକର୍ମୀ ମାନଙ୍କ ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ଯାନବାହନ ଦୁର୍ଘଟଣା, ଜମିବଡି ବ୍ୟାପାରରେ ବୃଥା ବ୍ୟୟ, ଅଧ୍ୟୟନରେ ଆଗକୁ ବଢିପାରନ୍ତି । ପରିବହନରେ କିଛି ସମସ୍ୟା ଦେଖାଦେବ କିନ୍ତୁ ସେଥିରୁ ସହଜରେ ମୁକୁଳି ଯିବେ ।

ପ୍ରତିକାର – ଓଁ ଦ୍ରାଂ ଦ୍ରୀଂ ଦୈା ସଃ ଶୁକ୍ରାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :