• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 30 Oct to 5Nov 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ଅଫିସରେ ସହକର୍ମୀଙ୍କ ସହ ସମ୍ବନ୍ଧ ମଜବୁତ ରହିବ । ରାଜନୀତିରେ ସଫଳତା ପାଇ ପାରନ୍ତି ।

Sagittarius

ଧନୁ

Monday 30 Oct 2023

ଶାରୀରିକ ଅସୁସ୍ଥତା ସାମାନ୍ୟ ଦେଖାଦେଇପାରେ । ଅନ୍ୟ ମାନଙ୍କର ବିଶ୍ୱାସଘାତକତା ମାନସିକ ସ୍ତରରେ ବହୁ କ୍ଷତି ଘଟାଇପାରେ । ମିଥ୍ୟା ପ୍ରଲୋଭନର ଶିକାର ହୋଇ ନିଜର ପ୍ରଭୂତ କ୍ଷତି ହୋଇପାରେ , ତେଣୁ ସାବଧାନ ରହିବା ଉଚିତ୍ । ଅଭାବ ଅସୁବିଧା କିଛି ମାତ୍ରାରେ କମ ରହିବାର ଦେଖାଦେବ । ଆପଣଙ୍କର ଆତ୍ମବିଶ୍ୱାସ ଉଚ୍ଚା ରହିବ।

ପ୍ରତିକାର – ଓଁ ଗ୍ରାଂ ଗ୍ରୀଂ ଗୈା ସଃ ଗୁରବେ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :