• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 30 Oct to 5Nov 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ଅଫିସରେ ସହକର୍ମୀଙ୍କ ସହ ସମ୍ବନ୍ଧ ମଜବୁତ ରହିବ । ରାଜନୀତିରେ ସଫଳତା ପାଇ ପାରନ୍ତି ।

Capricorn

ମକର

Monday 30 Oct 2023

ଆପଣଙ୍କର ଅନ୍ତର ଆତ୍ମା ପ୍ରଖର ରହିବ । ନୂତନ ଯୋଜନା ଆରମ୍ଭ କରିବା ସକାଶେ ମନ ବଳାଇବେ । ଛାତ୍ରଛାତ୍ରୀମାନେ ଗଠନ ମୂଳକ କାର୍ଯ୍ୟରୁ ପ୍ରଶଂସିତ ହୋଇ ପାରନ୍ତି । ବ୍ୟବସାୟ ,ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । ଯାତ୍ରା ସମୟରେ କୌଣସି ମହିଳାଙ୍କ ଦ୍ୱାରା ଉପକୃତ ହୋଇ ପାରନ୍ତି । ଆର୍ଥିକ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ ।

ପ୍ରତିକାର – ଓଁ ପ୍ରାଂ ପ୍ରୀଂ ପୌ ସଃ ଶନିଶ୍ୱରାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :