• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 31st July to 6th August 2023: ଏହି ସପ୍ତାହରେ ବ୍ୟବସାୟ କ୍ଷେତ୍ରରେ ସଫଳତା ପାଇବେ

ଏହି ସପ୍ତାହରେ ବ୍ୟବସାୟ କ୍ଷେତ୍ରରେ ସଫଳତା ହାସଲ କରିପାରିବେ । ବିଦେଶ ଯାତ୍ରାର ସୁଯୋଗ ଆସିବ ଏବଂ ଲାଭବାନ୍ ହେବେ । ଏହି ସପ୍ତାହରେ ମାଲିମକନ୍ଦମାରେ ସାଧାରଣ ସଫଳତା ମିଳିବ । ଭୂମି କ୍ରୟର ସୁଯୋଗ ଆସିପାରେ ।

Aries

ମେଷ

Monday 31 Jul 2023

ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ସନ୍ତାନଙ୍କ ପାଇଁ କୈାଣସି ମହତ୍ୱ ପୂର୍ଣ୍ଣ କାମ ହୋଇପାରେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କ ଠାରୁ ଅକସ୍ମାତ୍ ସାହାର୍ଯ୍ୟ ପାଇବେ । ରାଜନୀତିରେ ପ୍ରବଳ ଲୋକ ସମର୍ଥନ ମିଳିବା ଫଳରେ ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ପରହାତ ଥିବା ସହଜ ରେ ପ୍ରାପ୍ତି ହେବା ଫଳରେ ସାଂସାରିକ ଜୀବନ ସୁଖମୟ ହେବ । ବାଦବିବାଦ, ମାଲିମକଦ୍ଦମା ସଫଳତା ମିଳିବ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ବାଧା ଆସିପାରେ । ଛାତ୍ରଛାତ୍ରୀ ମାନେ ବିଦେଶରେ ରହି ପାଠ ପଢିବା ପାଇଁ ଯୋଜନା କରିବେ।

ପ୍ରତିକାର - ଦେବୀ ବଗଳାମୁଖିଙ୍କ ମନ୍ତ୍ର ପାଠ କରନ୍ତୁ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :