• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୩ ଏପ୍ରିଲରୁ ୯ ଏପ୍ରିଲ ୨୦୨୩: ଏହି ସପ୍ତାହରେ ପୂର୍ବରୁ କରିଥିବା କରୋଜ ପରିଶୋଧ କରିବେ

ଏହି ସପ୍ତାହରେ ପୂର୍ବରୁ କରିଥିବା କରୋଜ ପରିଶୋଧ କରିବେ । ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ । ଏହି ସପ୍ତାହରେ ଶିକ୍ଷାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିବେ ।

Aries

ମେଷ

Monday 03 Apr 2023

ଆପଣଙ୍କୁ ମାନସିକ ଶାନ୍ତି ମିଳିବ । ପରିବେଶରେ ଥିବା ଲୋକ ମାନେ ଖୁସିରେ ଭରି ଉଠିବେ । କୌଣସି ବିଶେଷ ବ୍ୟକ୍ତିଙ୍କ ସହିତ ଭେଟ ହୋଇପାରେ ତାଙ୍କ ସହିତ ସମ୍ପର୍କ ବଢାଇବେ । ଆଜି ଭଲ ବିଚାରରେ ଭରା ରହିବେ ଓ ଆଶାରୁ ବହୁତ ବେଶୀ ଲାଭ ପାଇବେ । ପାରିବାରିକ ବିବାଦ କାରଣରୁ ଆଜି ଆପଣଙ୍କ ବୈବାହିକ ଜୀବନ ପ୍ରଭାବିତ ରହିବ

ପ୍ରତିକାର- କୈାଣସି ଛୋଟା ଲୋକଙ୍କୁ କିଛି ସାହାର‌୍ୟ୍ୟ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :