ଏହି ସପ୍ତାହରେ ପୂର୍ବରୁ କରିଥିବା କରୋଜ ପରିଶୋଧ କରିବେ । ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ । ଏହି ସପ୍ତାହରେ ଶିକ୍ଷାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିବେ ।
ନିଜର ଆନ୍ତରିକ ସମୟ ସେବାରେ ଲଗାନ୍ତୁ , ଏହା ଆପଣଙ୍କୁ ଓ ଆପଣଙ୍କ ପରିବାର ଲୋକଙ୍କୁ ଖୁସି ଓ ଶାନ୍ତି ଦେବ । ନିଜ ପ୍ରିୟର ଭାବନାକୁ ବୁଝନ୍ତୁ । ଭ୍ରମଣ ,ମନୋରଞ୍ଜନ ଓ ମିଳୀମିଶିର ବେଶୀ ଗୁରୁତ୍ୱ ଦେଇ ପାରନ୍ତି । ଆପଣ ଆପଣଙ୍କ ଖାଲି ସମୟରେ ଘର ସଫାସଫି କରିବାକୁ ପସନ୍ଦ କରିବେ । ଜୀବନର ଆନନ୍ଦ ନେବାକୁ ହେଲେ ବନ୍ଧୁମାନଙ୍କୁ ସମୟ ଦେବା ଦରକାର
ପ୍ରତିକାର- ମହାଲକ୍ଷ୍ମୀଙ୍କର ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬