• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୩ ଏପ୍ରିଲରୁ ୯ ଏପ୍ରିଲ ୨୦୨୩: ଏହି ସପ୍ତାହରେ ପୂର୍ବରୁ କରିଥିବା କରୋଜ ପରିଶୋଧ କରିବେ

ଏହି ସପ୍ତାହରେ ପୂର୍ବରୁ କରିଥିବା କରୋଜ ପରିଶୋଧ କରିବେ । ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ । ଏହି ସପ୍ତାହରେ ଶିକ୍ଷାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିବେ ।

Pisces

ମୀନ

Monday 03 Apr 2023

ଶାରୀରିକ ସୁସ୍ଥତା ଅନୁଭବ କରିବେ । ଚିନ୍ତା ମୁକ୍ତ ରହିବେ । ବ୍ୟବସାୟରେ ଉନ୍ନ୍‌ତି କରିବେ । କିଛି ଗୁରୁତ୍ୱପୂର୍ଣ୍ଣ ପରୀକ୍ଷା ବାତିଲ୍ ହୋଇପାରେ । ସଘର୍ଷ କରି ବିଜୟ ଲାଭ ପାଇବେ । ଭାଇଙ୍କ ଠାରୁ ସାହାର୍ଯ୍ୟ ସହଯୋଗ ଲାଭ କରିପାରନ୍ତି । ପ୍ରେମ ସମ୍ପର୍କରେ ଦୃଢତା ଆଣିବେ । ନିଜ ପାଇଁ କିଛି ବାସୋପଯୋଗି ଭୂମି ବା ଘର କ୍ରୟ କରିପାରନ୍ତି । ଔଷଧ ସମ୍ବନ୍ଧୀୟ ବ୍ୟବସାୟରେ ଅନେକ ସଫଳତା ପାଇବେ । ପୂର୍ବରୁ କରିଥିବା କରୋଜ ପରିଶୋଧ କରିବେ

ପ୍ରତିକାର-ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :