• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୩ ଏପ୍ରିଲରୁ ୯ ଏପ୍ରିଲ ୨୦୨୩: ଏହି ସପ୍ତାହରେ ପୂର୍ବରୁ କରିଥିବା କରୋଜ ପରିଶୋଧ କରିବେ

ଏହି ସପ୍ତାହରେ ପୂର୍ବରୁ କରିଥିବା କରୋଜ ପରିଶୋଧ କରିବେ । ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ । ଏହି ସପ୍ତାହରେ ଶିକ୍ଷାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିବେ ।

Scorpio

ବିଛା

Monday 03 Apr 2023

ପରିବାର ଲୋକ ଆପଣଙ୍କ ସକରାତ୍ମକ ଭାବନଠୁ ପ୍ରଭାବିତ ହେବେ ଓ ପ୍ରଶଂସା କରିବେ । ଆପଣ ଆପଣଙ୍କ ପ୍ରେମୀଙ୍କୁ ଦେଇଥିବା କୌଣସି ବଚନ ରଖିପାରିବେନି ଯେଉଁଥିପାଇଁ ସେ ନାରାଜ ହୋଇ ପାରନ୍ତି । ସମାଜଠୁ ଦୂରରେ ରହିଲେ ଆବଶ୍ୟକତା ସମୟରେ କେହିବି ଆପଣଙ୍କ ପାଖକୁ ଆସିବେନି । ନିଜ ପ୍ରିୟର ଭାବନାକୁ ବୁଝନ୍ତୁ । ଶିକ୍ଷାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିବେ

ପ୍ରତିକାର- ବଗଳା ମୁଖିଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :