ଏହି ସପ୍ତାହରେ ପୂର୍ବରୁ କରିଥିବା କରୋଜ ପରିଶୋଧ କରିବେ । ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ । ଏହି ସପ୍ତାହରେ ଶିକ୍ଷାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିବେ ।
ଆପଣଙ୍କୁ ସେମିତି ବନ୍ଧୁ ମାନଙ୍କ ଠାରୁ ଦୂରରେ ରହିବା ଉଚିତ ଯେଉଁମାନେ ଋଣ ନିଅନ୍ତି କିନ୍ତୁ ଫେରାନ୍ତି ନାହିଁ । ନିଜର ପିଲାଙ୍କ ପାଇଁ କିଛି ବିଶେଷ ଯୋଜନା କରନ୍ତୁ । ନିଜେ ନିଜକୁ ଭଲ ଭାବରେ ବୁଝିବା ଦରକାର । ଜୀବନରେ ସମ୍ବନ୍ଧ ଏବଂ ସମ୍ପର୍କୀୟଙ୍କ ମୂଲ୍ୟ ବୁଝିବାକୁ ଚେଷ୍ଟା କରନ୍ତୁ । ଆପଣ ନିଜର ବ୍ୟକ୍ତିତ୍ୱକୁ ଆକଳନ କରିବେ, ଜୀବନରେ କିଛି କୌତୁହଳଜନକ କରିବାକୁ ଚେଷ୍ଟା କରିବେ
ପ୍ରତିକାର- ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩