• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 4th Mar To 10th Mar 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ..

ସାହିତ୍ୟ, କଳା, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ । ନିଜ ପରିଶ୍ରମରୁ ନୂତନ କର୍ମ ନିଯୁକ୍ତି ପାଇବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ ।

Taurus

ବୃଷ

Monday 04 Mar 2024

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ରାଜନୈତିକ କ୍ଷେତ୍ରରେ ନିଜର ଏକ ବାହ୍ୟରୂପ ଧାରଣ କରିବା ସହିତ ବିଜ୍ଞତାର ସହିତ ପରିସ୍ଥିତିର ସମ୍ମୁଖୀନ ହେବା ଶ୍ରେୟସ୍କର ହେବ । ଶିକ୍ଷାକ୍ଷେତ୍ରରେ ରୁଚି ବୃଦ୍ଧି ପାଇବା ସହ ପରୀକ୍ଷା ପରିଣାମ ଅନୁକୂଳ ହେବ । ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରି ପାରିବେ । ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ ।

ପ୍ରତିକାର- କୌଣସି ଦୃଷ୍ଟିବାଦିତ ଲୋକଙ୍କୁ ସାହାଯ୍ୟ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :