• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 4th Mar To 10th Mar 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ..

ସାହିତ୍ୟ, କଳା, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ । ନିଜ ପରିଶ୍ରମରୁ ନୂତନ କର୍ମ ନିଯୁକ୍ତି ପାଇବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ ।

Aquarius

କୁମ୍ଭ

Monday 04 Mar 2024

ନଷ୍ଟ ହୋଇଯାଇଥିବା ପ୍ରତିଷ୍ଠା ପୂର୍ନବାର ଫେରିପାଇ ସମ୍ମାନିତ ହେବେ । ଭାଗ୍ୟର ଉନ୍ନତି ହେଲା ଭଳି ଉନ୍ନତି ପଥରେ ଅଗ୍ରସର ହେବେ । ଦୀର୍ଘ ଦିନ ଧରି ଅଧା ହୋଇ ପଡିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ ।

ପ୍ରତିକାର- ଶନିଦେବଙ୍କର ବୀଜମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :