• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 4th Mar To 10th Mar 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ..

ସାହିତ୍ୟ, କଳା, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ । ନିଜ ପରିଶ୍ରମରୁ ନୂତନ କର୍ମ ନିଯୁକ୍ତି ପାଇବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ ।

Pisces

ମୀନ

Monday 04 Mar 2024

ପାରିବାରିକ ଅଶାନ୍ତି ଦୂରେଇ ଯାଇ ସୁଖଶାନ୍ତି ବୃଦ୍ଧି ହେବ । ଯାତ୍ରାରେ ସମୟ କଟିବ ଓ ସଶ୍ରମ ଦ୍ୱାରା ଲାଭ ପାଇବେ । କମିଶନ କାର୍ଯ୍ୟରେ ଲାଭ ହେବାର ବହୁତ ସମ୍ଭାବନା ଅଛି । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ପାଇବ । ନୂଆ ଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଆଧ୍ୟାମିôକ କ୍ଷେତ୍ରରେ ଉନ୍ନତି ହେବ । ତଳ ମହଲରୁ ଆଶାତୀତ ଲାଭ ପାଇବେ ।

ପ୍ରତିକାର- ସକାଳୁ ସବୁଦିନ ଗୁରୁଜନମାନଙ୍କୁ ପ୍ରଣାମ କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :