• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 4th Mar To 10th Mar 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ..

ସାହିତ୍ୟ, କଳା, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ । ନିଜ ପରିଶ୍ରମରୁ ନୂତନ କର୍ମ ନିଯୁକ୍ତି ପାଇବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ ।

Gemini

ମିଥୁନ

Monday 04 Mar 2024

ସାହିତ୍ୟ, କଳା, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ । ନିଜ ପରିଶ୍ରମରୁ ନୂତନ କର୍ମ ନିଯୁକ୍ତି ପାଇବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବା ସହ ଶୁଭ ସୂଚନା ମଧ୍ୟ ପାଇବେ । ବ୍ୟବସାୟୀ ମାନେ ଆବଶ୍ୟକତା ଠାରୁ ଅଧିକ ଆଦାନ-ପ୍ରଦାନ କରି ଉଚିତ ଲାଭ ପାଇବେ । ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ ।

ପ୍ରତିକାର- ମାଆ ତ୍ରିପୁରା ସୁନ୍ଦରୀଙ୍କର କବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :