• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 4th Mar To 10th Mar 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ..

ସାହିତ୍ୟ, କଳା, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ । ନିଜ ପରିଶ୍ରମରୁ ନୂତନ କର୍ମ ନିଯୁକ୍ତି ପାଇବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ ।

Cancer

କର୍କଟ

Monday 04 Mar 2024

କଳା ସାହିତ୍ୟ କିମ୍ବା ଆନୁଷ୍ଠାନିକ କାମଗୁଡିକରେ ସମସ୍ୟା ସମାଧାନ ହୋଇଯିବ । ନୂତନ ଯୋଜନାରେ ସଫଳତା ମିଳିବ । ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇବା ସହ ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ବିଜୟୀ ହୋଇ ସମ୍ମାନିତ ହେବେ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ଯୋଗେ ଦୂରଯାତ୍ରା ସୁଯୋଗ ପାଇବା ସହ ଆଶାତୀତ ଲାଭ ମିଳିବ । ବ୍ୟବସାୟରେ ଶତୃମାନେ ପରାଜିତ ହୋଇ ବାକିଥିବା ଅର୍ଥପ୍ରାପ୍ତି ହେବା ଫଳରେ ଆର୍ôଥକ କ୍ଷେତ୍ରରେ ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଦ୍ୱନ୍ଦିତା ପରୀକ୍ଷା ଓ ସାକ୍ଷାତକାରରେ ଯଶସ୍ୱୀ ହେବେ ।

ପ୍ରତିକାର- ପ୍ରତିଦିନ ନିଜ ମାତାଙ୍କର ପାଦ ଛୁଇଁ ପ୍ରଣାମ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :