• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 4th Mar To 10th Mar 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ..

ସାହିତ୍ୟ, କଳା, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ । ନିଜ ପରିଶ୍ରମରୁ ନୂତନ କର୍ମ ନିଯୁକ୍ତି ପାଇବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ ।

Leo

ସିଂହ

Monday 04 Mar 2024

ପ୍ରେମିକ ପ୍ରେମିକା ମାନଙ୍କର ମାନସିକ ଦୁଶ୍ଚିନ୍ତା ଦୂର ହୋଇ ପ୍ରେମ କ୍ଷେତ୍ରରେ ଶାନ୍ତି ମିଳିବ । ଶିଳ୍ପବାଣିଜ୍ୟ କ୍ଷେତ୍ରରେ ଆଶାନୁରୂପ ଲାଭ ପାଇବେ । ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମଚାରୀଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ଅଧିକାରୀ କାମରେ ପ୍ରସନ୍ନ ରହି କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ଦୂରଯାତ୍ରାରେ ଆଶା ମୁତାବ ଫଳ ପାଇବେ । ଆକସ୍ମିକ ଧନପ୍ରାପ୍ତି ହେବ । ବିବାଦୀୟ ଓ ସ୍ୱାସ୍ଥ୍ୟଗତ ସମସ୍ୟା ଦୂର ହେବ ।

ପ୍ରତିକାର- ପ୍ରତିଦିନ ସୂର୍ଯ୍ୟଙ୍କୁ ଜଳ ଅର୍ପଣ କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :